Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତେବେ ସେହି ଗୃହସ୍ଵାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;

Gade chapit la Kopi

ଓଡିଆ ବାଇବେଲ

35 ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋ’ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;

Gade chapit la Kopi

ପବିତ୍ର ବାଇବଲ

35 ତେବେ ସେହି ଗୃହମାଲିକ ଯାଜକ ନିକଟକୁ ଆସି କହିବ, ‘ମୋ’ ଗୃହରେ ଦାଗ ସୃଷ୍ଟି ହେଲାପରି ମୋତେ ଦେଖାଯାଉଛି।’

Gade chapit la Kopi




ଲେବୀୟ ପୁସ୍ତକ 14:35
8 Referans Kwoze  

ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ତାହାକୁ ବାହାର କରାଇ ଆଣିବା, ଆଉ ତାହା ଚୋରର ଗୃହରେ ଓ ଯେ ଆମ୍ଭ ନାମରେ ମିଥ୍ୟା ଶପଥ କରେ, ତାହାର ଗୃହରେ ପ୍ରବେଶ କରିବ; ପୁଣି, ତାହାର ଗୃହ ମଧ୍ୟରେ ରହି କାଷ୍ଠ ଓ ପଥର ଗ୍ରାସ କରିବ।”


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।


ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”


ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।


Swiv nou:

Piblisite


Piblisite