ଲେବୀୟ ପୁସ୍ତକ 14:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ। Gade chapit laଓଡିଆ ବାଇବେଲ42 ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ। Gade chapit laପବିତ୍ର ବାଇବଲ42 ତା'ପରେ ସେହି ବ୍ୟକ୍ତି ନୂତନ ପ୍ରସ୍ତର ନେଇ କାନ୍ଥରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲେପ ଲଗାଇବ। Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”