Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆହୁରି, ସେହି ଗୃହ ରୁଦ୍ଧ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।

Gade chapit la Kopi

ଓଡିଆ ବାଇବେଲ

46 ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ

46 ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 14:46
14 Referans Kwoze  

ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।


ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।


ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।


ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।


ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବେ; ସେମାନେ ମଲେ ଯେକେହି ସେମାନଙ୍କୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।


ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଯେକେହି ତାହାର ଶବ ଖାଏ, ସେ ଆପଣା ବସ୍ତ୍ର ଧୋଇବ, ପୁଣି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite