Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।

Gade chapit la Kopi

ଓଡିଆ ବାଇବେଲ

47 ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।

Gade chapit la Kopi

ପବିତ୍ର ବାଇବଲ

47 ଯଦି କେହି ସେହି ଘରେ ଭୋଜନ କରିଥିବ କିମ୍ବା ଶୟନ କରିଥିବ ତେବେ ସେ ତା'ର ବସ୍ତ୍ର ଧୋଇବ।

Gade chapit la Kopi




ଲେବୀୟ ପୁସ୍ତକ 14:47
4 Referans Kwoze  

ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।


ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।


Swiv nou:

Piblisite


Piblisite