Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;

Gade chapit la Kopi

ଓଡିଆ ବାଇବେଲ

49 ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;

Gade chapit la Kopi

ପବିତ୍ର ବାଇବଲ

49 “ପୁଣି ସେହି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 14:49
3 Referans Kwoze  

ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।


ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।


ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;


Swiv nou:

Piblisite


Piblisite