ଲେବୀୟ ପୁସ୍ତକ 14:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ। Gade chapit laପବିତ୍ର ବାଇବଲ (Re-edited) - (BSI)51 ତହୁଁ ସେ ସେହି ଏରସ କାଠ ଓ ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକି ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ। Gade chapit laଓଡିଆ ବାଇବେଲ51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ। Gade chapit laପବିତ୍ର ବାଇବଲ51 ତା'ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନେଇ ହତ୍ୟା କରିବ ଓ ସେହି ପକ୍ଷୀର ରକ୍ତ, ସେହି ଜଳସ୍ରୋତରେ ବୁଡ଼ାଇବ ଓ ସେହି ଘରେ ସାତଥର ଛିଞ୍ଚିବ। Gade chapit la |