Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ଵାରା ଓ ସ୍ରୋତଜଳ ଦ୍ଵାରା ଓ ଜୀଅନ୍ତା ପକ୍ଷୀ ଦ୍ଵାରା ଓ ଏରସ କାଠ ଦ୍ଵାରା ଓ ଏସୋବ ଦ୍ଵାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ଵାରା ସେହି ଗୃହକୁ ଶୁଚି କରିବ।

Gade chapit la Kopi

ଓଡିଆ ବାଇବେଲ

52 ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।

Gade chapit la Kopi

ପବିତ୍ର ବାଇବଲ

52 ସେହିସବୁ ଜିନିଷ ବ୍ୟବହାର କରି ସେ ଗୃହଟିକୁ ଶୁଚି କରିବ।

Gade chapit la Kopi




ଲେବୀୟ ପୁସ୍ତକ 14:52
3 Referans Kwoze  

ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।


ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।


ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”


Swiv nou:

Piblisite


Piblisite