ଲେବୀୟ ପୁସ୍ତକ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ; Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ; Gade chapit laଓଡିଆ ବାଇବେଲ6 ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ; Gade chapit laପବିତ୍ର ବାଇବଲ6 ତା'ପରେ ସେ ସେହି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନେଇ ସେହି ସ୍ରୋତଜଳ ଉପରେ ବଧ କରାଯାଇଥିବା ପକ୍ଷୀର ରକ୍ତରେ ସେହିସବୁକୁ ବଡ଼ାଇବ। Gade chapit la |