ଲେବୀୟ ପୁସ୍ତକ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit laଓଡିଆ ବାଇବେଲ7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit laପବିତ୍ର ବାଇବଲ7 ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ। Gade chapit la |