ଲେବୀୟ ପୁସ୍ତକ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁରୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ15 ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ। Gade chapit laପବିତ୍ର ବାଇବଲ15 ପୁଣି ଯାଜକ ସେଥିରୁ ଗୋଟିକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଆଉ ସେହି ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ ହେବ। କାରଣ ତାଙ୍କର କ୍ଷରଣ ପାଇଁ। Gade chapit la |