Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

17 ଯଦି କୌଣସି ବସ୍ତ୍ରରେ କିମ୍ବା ଚର୍ମରେ ବୀର୍ଯ୍ୟପାତ ହୁଏ, ସେଗୁଡ଼ିକୁ ଜଳରେ ଧୌତ କରାଯିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ତାହା ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:17
6 Referans Kwoze  

ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


ପୁଣି, ହାରୋଣ-ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;


ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।


ମାତ୍ର ସନ୍ଧ୍ୟା ଉପସ୍ଥିତ ହେଲେ, ସେ ଜଳରେ ସ୍ନାନ କରିବ ଓ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର।


Swiv nou:

Piblisite


Piblisite