Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ-ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।

Gade chapit la Kopi

ଓଡିଆ ବାଇବେଲ

18 ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।

Gade chapit la Kopi

ପବିତ୍ର ବାଇବଲ

18 ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶୟନ କରେ ଓ ତା'ର କାର୍ଯ୍ୟ ସ୍ଖଳନ ଘଟେ, ତେବେ ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।

Gade chapit la Kopi




ଲେବୀୟ ପୁସ୍ତକ 15:18
15 Referans Kwoze  

ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।


ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।


ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”


ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।


Swiv nou:

Piblisite


Piblisite