Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଓଡିଆ ବାଇବେଲ

23 ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ, ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

23 ଆଉ ତା'ର ଶଯ୍ୟା କିମ୍ବା ଆସନ ଉପରେ ଥିବା ଯେକୌଣସି ଜିନିଷ ଜଣେ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:23
4 Referans Kwoze  

ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ।


ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite