Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ରହିତ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

28 ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ

28 ପୁଣି ସେହି ସ୍ତ୍ରୀର ରକ୍ତସ୍ରାବ ବନ୍ଦ ହେଲେ, ସେ ଆଉ ସାତ ଦିନ ଅପେକ୍ଷା କରିବ। ତା'ପରେ ସେ ଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:28
9 Referans Kwoze  

କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ବର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେଲେ,


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”


ପୁଣି, ଯେକେହି ସେହି ସମସ୍ତ ଛୁଇଁବ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।


Swiv nou:

Piblisite


Piblisite