ଲେବୀୟ ପୁସ୍ତକ 15:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସମାଗମ-ତମ୍ଵୁଦ୍ଵାରରେ ଯାଜକ ନିକଟକୁ ଆଣିବ। Gade chapit laଓଡିଆ ବାଇବେଲ29 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ। Gade chapit laପବିତ୍ର ବାଇବଲ29 ତା'ପରେ ଅଷ୍ଟମ ଦିନରେ ସେହି ସ୍ତ୍ରୀଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ଯାଜକକୁ ଅର୍ପଣ କରିବ। Gade chapit la |