Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ପ୍ରମେହ ସକାଶୁ ତାହାର ଅଶୌଚ-ବିଧି ଏହି; ତାହାର ଶରୀରରୁ ପ୍ରମେହ କ୍ଷରୁ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୌଚ ଅଟେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି ପ୍ରମେହ ସକାଶୁ ତାହାର ଅଶୁଚିତାର ବିଧି ଏହି; ତାହାର ଶରୀରରୁ ପ୍ରମେହ ଝରୁ ଥାଉ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୁଚିତା ଅଟେ।

Gade chapit la Kopi

ପବିତ୍ର ବାଇବଲ

3 କ୍ଷରଣ ଗ୍ଭଲିଥାଉ କିମ୍ବା ବନ୍ଦ ହୋଇଥାଉ, କ୍ଷରଣ ହେଉଥିବା ଲୋକ ଅଶୁଚି ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 15:3
5 Referans Kwoze  

ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।


ଆହୁରି, ତୁମ୍ଭେ ଆପଣାର କାମୁକତା ପ୍ରତିବାସୀ, ମିସରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ ଓ ଆମ୍ଭକୁ ବିରକ୍ତ କରିବା ପାଇଁ ଆପଣା ବ୍ୟଭିଚାର କ୍ରିୟା ବଢ଼ାଇଅଛ।


ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।


“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।


ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ।


Swiv nou:

Piblisite


Piblisite