ଲେବୀୟ ପୁସ୍ତକ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)31 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୌଚରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୌଚରୁ ପୃଥକ୍ କରିବ। Gade chapit laଓଡିଆ ବାଇବେଲ31 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ୍ କରିବ। Gade chapit laପବିତ୍ର ବାଇବଲ31 “ଏଣୁ ତୁମ୍ଭେ ଇସ୍ରାଏଲ ସନ୍ତନଗଣଙ୍କୁ ଅଶୁଚି ବିଷୟରେ ସତର୍କ କରିଦେବ। ଯଦି ତୁମ୍ଭେ ସେମାନଙ୍କୁ ବିଧି ବିଷୟରେ ନ ଜଣାଇବ, ତେବେ ସେମାନେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦେବେ। ଏଥିପାଇଁ ସେମାନେ ମୃତ୍ୟୁବରଣ କରିବେ।” Gade chapit la |