Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପ୍ରମେହ ରୋଗୀର ଓ ବୀର୍ଯ୍ୟପତନରେ ଅଶୁଚି ଲୋକର,

Gade chapit la Kopi

ଓଡିଆ ବାଇବେଲ

32 ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,

Gade chapit la Kopi

ପବିତ୍ର ବାଇବଲ

32 ଧାତୁ ସ୍ରାବ ଓ ବିର୍ଯ୍ୟ କ୍ଷରଣ ହେଉଥିବା ଲୋକମାନଙ୍କ ପାଇଁ ଏହିସବୁ ବିଧି। ଏବଂ ଏହା ଦ୍ୱାରା ଅଶୁଚି ହୁଏ।

Gade chapit la Kopi




ଲେବୀୟ ପୁସ୍ତକ 15:32
13 Referans Kwoze  

ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।


କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।


ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।


ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,


କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;


ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”


“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;


ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।


ଶୁଚି ଓ ଅଶୁଚି ଏବଂ ଖାଦ୍ୟ ଓ ଅଖାଦ୍ୟ ପଶୁମାନଙ୍କ ପ୍ରଭେଦ ଜଣାଇବା ପାଇଁ,


ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”


ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।


Swiv nou:

Piblisite


Piblisite