Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ପୁଣି ରଜସ୍ଵଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୌଚ କାଳେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।

Gade chapit la Kopi

ଓଡିଆ ବାଇବେଲ

33 ପୁଣି ରଜସ୍ୱଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୁଚିତା ସମୟରେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା।”

Gade chapit la Kopi

ପବିତ୍ର ବାଇବଲ

33 ପୁଣି ଏହିସବୁ ବିଧି ରଜସ୍ୱାଳା ନାରୀ, ବିର୍ଯ୍ୟ କ୍ଷରଣକାରୀ ପୁରୁଷ ଓ ସ୍ତ୍ରୀ ଏବଂ ରଜସ୍ୱଳା ନାରୀ ସହିତ ଶୟନ କରୁଥିବା ଲୋକମାନଙ୍କ ପାଇଁ ଲାଗୁ ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:33
5 Referans Kwoze  

ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।


ପ୍ରମେହ ରୋଗୀର ଓ ବୀର୍ଯ୍ୟପାତରେ ଅଶୁଚି ଲୋକର,


ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;


Swiv nou:

Piblisite


Piblisite