Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯେବେ କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

6 ଆଉ ଯେକୌଣସି ବସ୍ତୁ ଉପରେ ସେହି କ୍ଷରଣକାରୀ ବସିଥାଏ, ଯଦି ସେହି ବସ୍ତୁ ଉପରେ ଯେକେହି ବସିବ ସେ ନିଜର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ସନ୍ଧ୍ୟା ପର୍ଯ୍ୟନ୍ତ ସେ ମଧ୍ୟ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:6
6 Referans Kwoze  

ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ;


ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite