Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ

9 କ୍ଷରଣକାରୀ ଯେଉଁ ଘୋଡ଼ାର ସାଜ ଉପରେ ବସେ ସେ ମଧ୍ୟ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 15:9
3 Referans Kwoze  

ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।


ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite