Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ଵାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ଗୁଲିବାଣ୍ଟ ଦ୍ୱାରା ଅଜାଜେଲ ନିମନ୍ତେ ସିଦ୍ଧାନ୍ତ କରାଯାଇଥିବା ଛାଗକୁ ସଦାପ୍ରଭୁଙ୍କ ସମ୍ମୁଖରେ ଜୀଅନ୍ତା ଛିଡ଼ା କରାଯିବ। ମରୁଭୂମିର ବାହାରକୁ ଅଜାଜେଲ ଏହି ଛାଗକୁ ପଠାଇବା ଦ୍ୱାରା ଲୋକମାନଙ୍କ ପାଇଁ ହାରୋଣ ପ୍ରାୟଶ୍ଚିତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:10
12 Referans Kwoze  

ଆଉ ସେ ଆମ୍ଭମାନଙ୍କ ପାପ ନିମନ୍ତେ, କେବଳ ଆମ୍ଭମାନଙ୍କ ପାପ ନିମନ୍ତେ ନୁହେଁ, ମାତ୍ର ସମସ୍ତ ଜଗତର ପାପ ନିମନ୍ତେ ମଧ୍ୟ ପ୍ରାୟଶ୍ଚିତ୍ତ ସ୍ୱରୂପ ଅଟନ୍ତି।


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।


ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।


ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।


ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।


Swiv nou:

Piblisite


Piblisite