ଲେବୀୟ ପୁସ୍ତକ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥିତ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ। Gade chapit laଓଡିଆ ବାଇବେଲ18 ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ। Gade chapit laପବିତ୍ର ବାଇବଲ18 ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ଯଜ୍ଞବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନେଇ ଯଜ୍ଞବେଦିର ଶୃଙ୍ଗ ଉପରେ ଗ୍ଭରିଆଡ଼େ ଦେବ। Gade chapit la |