ଲେବୀୟ ପୁସ୍ତକ 16:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକି ଆସିବ। Gade chapit laଓଡିଆ ବାଇବେଲ26 ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ। Gade chapit laପବିତ୍ର ବାଇବଲ26 “ପୁଣି ଯେଉଁ ଲୋକ ତ୍ୟାଗର (ଅଜାଜେଲରେ) ଛାଗକୁ ନେଇ ଛାଡ଼ିଥାଏ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣିରେ ପ୍ରବେଶ କରିବ। Gade chapit la |