Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚିକରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।

Gade chapit la Kopi

ଓଡିଆ ବାଇବେଲ

30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।

Gade chapit la Kopi

ପବିତ୍ର ବାଇବଲ

30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ କରାଯିବ। ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହେବ।

Gade chapit la Kopi




ଲେବୀୟ ପୁସ୍ତକ 16:30
12 Referans Kwoze  

ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ତାହା ପ୍ରାୟଶ୍ଚିତ୍ତର ଦିନ ହେବ।


Swiv nou:

Piblisite


Piblisite