Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ପ୍ରାଣୀ ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଏହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିଲୁ, ତୁମ୍ଭମାନଙ୍କ ମଧ୍ୟରୁ କୌଣସି ବ୍ୟକ୍ତି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ୟରୁ କେହି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 17:12
5 Referans Kwoze  

ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।”


କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।


ଆଉ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ କୌଣସି ଲୋକ ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ଶିକାରରେ କୌଣସି ଖାଦ୍ୟ ଯୋଗ୍ୟ ପଶୁକୁ ବା ପକ୍ଷୀକୁ ବଧ କରେ, ତେବେ ସେ ତାହାର ରକ୍ତ ଢାଳି ଧୂଳିରେ ଢାଙ୍କିବ।


ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


Swiv nou:

Piblisite


Piblisite