ଲେବୀୟ ପୁସ୍ତକ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ସ୍ଵଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ଵୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ। Gade chapit laଓଡିଆ ବାଇବେଲ15 ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ। Gade chapit laପବିତ୍ର ବାଇବଲ15 “ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ। Gade chapit la |