ଲେବୀୟ ପୁସ୍ତକ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଆପଣା ବିମାତୃକନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laଓଡିଆ ବାଇବେଲ11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laପବିତ୍ର ବାଇବଲ11 “ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ। Gade chapit la |