Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

12 “ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ।

Gade chapit la Kopi




ଲେବୀୟ ପୁସ୍ତକ 18:12
4 Referans Kwoze  

ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।


ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।


Swiv nou:

Piblisite


Piblisite