ଲେବୀୟ ପୁସ୍ତକ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରଜାତା। Gade chapit laଓଡିଆ ବାଇବେଲ13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି। Gade chapit laପବିତ୍ର ବାଇବଲ13 ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ୟ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଙ୍କର ଅତି ନିକଟ ସମ୍ପର୍କୀୟା। Gade chapit la |