Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକୁ ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ଵରେ ତାହାର ସପନିୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକି ଗ୍ରହଣ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

18 “ତୁମ୍ଭର ସ୍ତ୍ରୀ ଜୀବିତ ଥିଲେ ତୁମ୍ଭେ ତୁମ୍ଭର ଶାଳୀକୁ ବିବାହ କରି ତାହା ସହିତ ଯୌନ ସମ୍ପର୍କ ରଖିବା ଉଚିତ୍ ନୁହେଁ।

Gade chapit la Kopi




ଲେବୀୟ ପୁସ୍ତକ 18:18
8 Referans Kwoze  

ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”


ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।


ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।


ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।


ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।


ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।


Swiv nou:

Piblisite


Piblisite