ଲେବୀୟ ପୁସ୍ତକ 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟାଠାରେ ଗମନ କରିବ ନାହିଁ। Gade chapit laଓଡିଆ ବାଇବେଲ20 ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ। Gade chapit laପବିତ୍ର ବାଇବଲ20 “ପୁଣି ତୁମ୍ଭେ କୌଣସି ପ୍ରତିବାସୀ ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖି ନିଜକୁ ଅଶୁଚି କରିବ ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।