ଲେବୀୟ ପୁସ୍ତକ 18:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ଵାରା ଅଶୁଚି ହୋଇଅଛନ୍ତି; Gade chapit laଓଡିଆ ବାଇବେଲ24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। Gade chapit laପବିତ୍ର ବାଇବଲ24 “ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ନିଜକୁ ଅଶୁଚି କର ନାହିଁ। କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।