ଲେବୀୟ ପୁସ୍ତକ 18:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଶାସନ ପାଳନ କରିବ, ସ୍ଵଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ; Gade chapit laଓଡିଆ ବାଇବେଲ26 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ। Gade chapit laପବିତ୍ର ବାଇବଲ26 “ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ବିଧି ପାଳନ କରିବ। ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ। Gade chapit la |