Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

4 ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ ଓ ତଦନୁସାରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 18:4
15 Referans Kwoze  

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;


ଆମ୍ଭେମାନେ ଯତ୍ନପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ।


ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କ ପାଳନାର୍ଥେ ଏହିସବୁ ଆଜ୍ଞା ଓ ବିଧି ଓ ଶାସନ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି।


ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।


ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”


ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।


ଏଥିପାଇଁ ସେ ଗୋଷ୍ଠୀୟବର୍ଗର ଦେଶସବୁ ସେମାନଙ୍କୁ ଦେଲେ ଓ ସେମାନେ ଜନବୃନ୍ଦର ପରିଶ୍ରମର ଫଳାଧିକାରୀ ହେଲେ; ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ।


ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।


Swiv nou:

Piblisite


Piblisite