ଲେବୀୟ ପୁସ୍ତକ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଓଡିଆ ବାଇବେଲ5 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ5 ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।