ଲେବୀୟ ପୁସ୍ତକ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laଓଡିଆ ବାଇବେଲ7 ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ। Gade chapit laପବିତ୍ର ବାଇବଲ7 “ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସମ୍ପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ୱାରା ତୁମ୍ଭମାନଙ୍କର ପିତା ପ୍ରତି ଅସମ୍ମାନ ହେବ। ତେଣୁ ନିଶ୍ଚୟ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। Gade chapit la |