ଲେବୀୟ ପୁସ୍ତକ 19:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Gade chapit laଓଡିଆ ବାଇବେଲ10 ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ି ଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ10 ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit la |