ଲେବୀୟ ପୁସ୍ତକ 19:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ। ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ। Gade chapit laଓଡିଆ ବାଇବେଲ13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ। Gade chapit laପବିତ୍ର ବାଇବଲ13 “ତୁମ୍ଭେମାନେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ତାଙ୍କଠାରୁ ଗ୍ଭେରି କରିବ ନାହିଁ। ପୁଣି ବେତନଜୀବିର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।