Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।

Gade chapit la Kopi

ପବିତ୍ର ବାଇବଲ

21 ପୁଣି ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି ଅର୍ଥାତ୍ ଦୋଷାର୍ଥକ ମେଷ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 19:21
6 Referans Kwoze  

“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।


Swiv nou:

Piblisite


Piblisite