Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ

24 ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାରରୂପେ ପବିତ୍ର ହେବ।

Gade chapit la Kopi




ଲେବୀୟ ପୁସ୍ତକ 19:24
7 Referans Kwoze  

ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।


ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।


ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହାସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।


ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


Swiv nou:

Piblisite


Piblisite