Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ପଞ୍ଚମ ବର୍ଷରେ ତୁମ୍ଭେମାନେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 19:25
13 Referans Kwoze  

ମାତ୍ର ଚତୁର୍ଥ ବର୍ଷରେ ତହିଁର ସମସ୍ତ ଫଳ ସଦାପ୍ରଭୁଙ୍କ ପ୍ରଶଂସାର୍ଥକ ଉପହାର ରୂପେ ପବିତ୍ର ହେବ।


ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍‍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite