ଲେବୀୟ ପୁସ୍ତକ 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଓଡିଆ ବାଇବେଲ28 ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ28 ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।