Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

33 ଆଉ, ଯଦି କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

33 “ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନଙ୍କ ପ୍ରତି ମନ୍ଦ ଆଚରଣ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 19:33
12 Referans Kwoze  

ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;


ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।


ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।


ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।


ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।


ମାତ୍ର ତୁମ୍ଭେ ଯେ ମିସରରେ ବନ୍ଧାଦାସ ଥିଲ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ସେଠାରୁ ମୁକ୍ତ କରିଅଛନ୍ତି, ଏହା ସ୍ମରଣ କରିବ; ଏହେତୁ ଆମ୍ଭେ ତୁମ୍ଭକୁ ଏହି କର୍ମ କରିବା ପାଇଁ ଆଜ୍ଞା ଦେଉଅଛୁ।


“ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।


Swiv nou:

Piblisite


Piblisite