ଲେବୀୟ ପୁସ୍ତକ 19:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Gade chapit laଓଡିଆ ବାଇବେଲ34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ34 ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit la |
ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।