ଲେବୀୟ ପୁସ୍ତକ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ। Gade chapit laଓଡିଆ ବାଇବେଲ12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ। Gade chapit laପବିତ୍ର ବାଇବଲ12 ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାଡ଼ି କି ମଧୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଶ୍ଚିତ ଉତ୍ସର୍ଗ କରିପାର, କିନ୍ତୁ ଏହା ସଦାପ୍ରଭୁଙ୍କୁ ଗୋଟିଏ ମଧୁର ସୁଗନ୍ଧି ଉପହାର ହେବ। ଏହାକୁ ଯଜ୍ଞବେଦି ଉପରକୁ ନିଆ ଯାଇ ପାରିବ ନାହିଁ। Gade chapit la |