ଲେବୀୟ ପୁସ୍ତକ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟକୁ ତୁମ୍ଭ ପରମେଶ୍ଵରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ। Gade chapit laଓଡିଆ ବାଇବେଲ13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ। Gade chapit laପବିତ୍ର ବାଇବଲ13 ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ। Gade chapit la |