ଲେବୀୟ ପୁସ୍ତକ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ ଯେବେ ତୁମ୍ଭେ ଭକ୍ଷ୍ୟ-ନୈବେଦ୍ୟ ରୂପେ ତନ୍ଦୁରରେ ପକ୍ଵ ଦ୍ରବ୍ୟ ଦିଅ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Gade chapit laଓଡିଆ ବାଇବେଲ4 ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ। Gade chapit laପବିତ୍ର ବାଇବଲ4 “ଆଉ ଯଦି କେହି ତୁନ୍ଦୁରରେ ପକ୍ୱ କରି ଶସ୍ୟ-ନୈବେଦ୍ୟ ଦିଏ, ତେବେ ତାହା ତାଡ଼ିଶୂନ୍ୟ ରୋଟୀ ଓ ତୈଳରେ ଛଣା ଯାଇଥିବା ସରୁ ମଇଦାର ପିଠା କିମ୍ବା ତୈଳାକ୍ତ ସରୁଚକୁଳୀ ହେବ। Gade chapit la |