Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।

Gade chapit la Kopi

ଓଡିଆ ବାଇବେଲ

5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।

Gade chapit la Kopi

ପବିତ୍ର ବାଇବଲ

5 ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ।

Gade chapit la Kopi




ଲେବୀୟ ପୁସ୍ତକ 2:5
5 Referans Kwoze  

ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।


ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।


ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;


କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।


Swiv nou:

Piblisite


Piblisite