Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, କେହି ଯେବେ କୌଣସି ସ୍ତ୍ରୀକି ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi

ଓଡିଆ ବାଇବେଲ

14 ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।

Gade chapit la Kopi

ପବିତ୍ର ବାଇବଲ

14 “ଯଦି କେହି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ଯୌନକ୍ରିୟା କରେ, ତେବେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବ। ଏପରି ଜଘନ୍ୟ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧ୍ୟରେ ନ ହୁଏ।

Gade chapit la Kopi




ଲେବୀୟ ପୁସ୍ତକ 20:14
6 Referans Kwoze  

ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।


“ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;


ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।”


ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


ଆଉ, କୌଣସି ଯାଜକର କନ୍ୟା ଯଦି ବ୍ୟଭିଚାର କ୍ରିୟା ଦ୍ୱାରା ଆପଣାକୁ ଅପବିତ୍ର କରେ, ତେବେ ସେ ଆପଣା ପିତାକୁ ଅପବିତ୍ର କରେ; ସେ ଅଗ୍ନିରେ ପୋଡ଼ାଯିବ।


Swiv nou:

Piblisite


Piblisite